Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, କାଲି ସ୍ୱାଗତ କରିବେ

ଭୁବନେଶ୍ୱର:ଦୁଇ ଦିନିଆ ପୁରି ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ।୨୦ତାରିଖ ଦିନ ୧୦.୪୦ରେ ପୁରୀସ୍ଥିତ ଗୌଡିଆ ମିସନ ପ୍ଳତିଷ୍ଠାତା ଶ୍ରୀମଦ ଭକ୍ତି ସିଦ୍ଧାନ୍ତ ସରଶ୍ବତି ଗୋସ୍ବାମୀ ପ୍ଳଭୁପାଦଙ୍କ ୧୫୦ତମ ଜନ୍ମବାର୍ଷିକି ସମାରୋହରେ ଯୋଗଦେବେ।ଏନେଇ ଆସନ୍ତାକାଲି ମଧ୍ୟାହ୍ନ ୧୨.୨୫ ମିନିଟ ରେ ଦିଲ୍ଲୀ ବିମାନ ବନ୍ଦରରୁ ସ୍ବତନ୍ତ୍ର ବିମାନ ଯୋଗେ ବାହାରିବେ।ଭୁବନେଶ୍ୱର ବିମାନ ବନ୍ଦର ରେ ୨.୨୫ରେ ପହଞ୍ଚି ବେ। ଭୁବନେଶ୍ୱର ବିମାନ ବନ୍ଦର ପହଁଚିବା ପରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ସ୍ୱାଗତ କରିବେ। ତାପରେ ଭୁବନେଶ୍ୱର ବିମାନ ବନ୍ଦରରୁ ହେଲିକପ୍ଟର ଯୋଗେ ବାହାରି ୩.୨୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚି ବେ।୫ଟାରୁ ୫.୪୫ରେ ଶ୍ରୀମନ୍ଦିର ରହି ମହାପ୍ରଭୁଙ୍କୁ ଦର୍ଶନ କରିବେ। ୨୦ ତାରିଖ ଦିନ ୪ଟା ୪୦ ମିନିଟ ଓଡ଼ିଶା ଛାଡି ବେ ରାଷ୍ଟ୍ରପତି

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...