Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଦଳିଲା ନିଷ୍ପତି, ଖୋଲିବନି ପ୍ରଥମ ରୁ ପଞ୍ଚମ କ୍ଲାସ

ଭୁବନେଶ୍ୱର: ବଦଳିଲା ନିଷ୍ପତି। ଖୋଲିବନି ପ୍ରଥମ ରୁ ପଞ୍ଚମ କ୍ଲାସ। ସାମୟିକ ଭାବେ ଏହି ନିଷ୍ପତ୍ତିକୁ ସ୍ଥଗିତ ରଖିଲା ବିଭାଗ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସୋମବାରଠୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବାକୁ ପୂର୍ବରୁ ଘୋଷଣା କରିଥିଲେ ରାଜ୍ୟ ସରକାର ।

ରାଜ୍ୟରେ କାଲି ଠାରୁ ଅର୍ଥାତ ଜାନୁଆରୀ ୩ ତାରିଖରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଥିବା ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନେଇଥିଲା ରାଜ୍ୟ ସରକାର । କିନ୍ତୁ ଏବେକାର କରୋନା ସଂକ୍ରମଣ ବଢ଼ିବା ଓ ଓମିକ୍ରନ୍‌କୁ ଦୃଷ୍ଟିରେ ରଖି ନିଷ୍ପତ୍ତି ବଦଳାଇଛି ବିଭାଗ । ତେଣୁ ଆସନ୍ତାକାଲି ଠାରୁ ଖୋଲିବାକୁ ଥିବା ପ୍ରାଥମିକ ଶ୍ରେଣୀର ନିଷ୍ପତ୍ତି ଉପରେ ରୋକ ଲାଗିଛି । ପ୍ରଥମରୁ ପଞ୍ଚମ ଶ୍ରେଣୀ ସ୍କୁଲ ଖୋଲିବା ଉପରେ ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏନେଇ ସୂଚନା ଦେଇଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...