Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କାଲି ଠୁ ଦୁଇଦିନ ଅଜାଡିବ ବର୍ଷା, ଦେଖନ୍ତୁ କେଉଁ ଜିଲ୍ଲାରେ ବର୍ଷିବ

ଭୁବନେଶ୍ୱର: କାଲି ଠୁ ଦୁଇ ଦିନ ଅଜାଡିବ ବର୍ଷା। ପାଣିପାଗ ବିଭାଗ ଜାରି ହେଲା ୟେଲୋ ୱାର୍ଣ୍ଣିଂ । ବଙ୍ଗୋପସାଗର ମଧ୍ୟରୁ ମାତ୍ରାଧିକ ଉଷ୍ମ ଜଳୀୟ ବାଷ୍ପର ପ୍ରଭାବରେ ଗୁରୁବାର ଓ ଶୁକ୍ରବାର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଉ କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ  ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟର ସୋନପୁର, ବଲାଙ୍ଗିର, ନୂଆପଡ଼ା, ବୌଦ୍ଧ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ମଧ୍ୟ ବର୍ଷା ହୋଇପାରେ । ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡଘଡ଼ି ସହ ବର୍ଷା ହେବାରେ ସମ୍ଭାବନା ଥିବାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ବର: କୁଲତା ସମାଜର ଲୋକମାନଙ୍କ ସୁବିଧା ପାଇଁ ପୁରୀରେ ଏକ ଧର୍ମଶାଳା ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଏକର ଜମି ମଞ୍ଜୁର କରିଛନ୍ତି। ପୁରୀର ସୁନାମୁହିଁ ମଉଜାରେ ଏହି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  କ୍ୟାବିନେଟ ରେ 12 ବିଭାଗର 17 ଟି ପ୍ରସ୍ତାବ ପାରିତ। ଏ ନେଇ ଗୃହକୁ ଅବଗତି କଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।     ଗତକାଲି ତା.୨୯.୧୧.୨୦୨୨ ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ପଡିବା ଆରମ୍ଭ ହୋଇଗଲାଣି। କୋରାପୁଟ, କନ୍ଧମାଳ ଆଦି ଆଭ୍ୟନ୍ତରୀଣ ଅଞ୍ଚଳରେ ତାପମାତ୍ରରେ ବିଶେଷ ହ୍ରାସ ଘଟିବା ସହିତ ଆଗାମୀ ଦିନରେ ଶୀତର ପ୍ରକୋପ ଆହୁରି ବୃଦ୍ଧି...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଆଜି ଶପଥ ନେଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ।  ଆଜି ସଂସଦ ଭବନ ସେଣ୍ଟ୍ରାଲ୍ ହଲ୍‌ରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...