Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

କେଉଁ ବର୍ଷ କେତେ ଦୁଷ୍କର୍ମ ହୋଇଛି ଦେଖନ୍ତୁ

ଭୁବନେଶ୍ୱର: ରାଜ୍ୟରେ 2019ରୁ 2022 ଭିତରେ 10,129ଟି ଧର୍ଷଣ ମାମଲା ଆସିଛି ଓ 5584ଟି ନାବାଳିକା ଧର୍ଷଣ ମାମଲା ରୁଜୁ ହୋଇଛି।
2019ରେ 2950ଟି ଧର୍ଷଣ ମାମଲା
2020ରେ 2984 ଧର୍ଷଣ ମାମଲା
2021ରେ 3327 ଧର୍ଷଣ ମାମଲା
2022ରେ 868 ଧର୍ଷଣ ମାମଲା

ନାବାଳିକା ଧର୍ଷଣ ମାମଲା..
2019ରେ 1635ଟି ନାବାଳିକା ଧର୍ଷଣ ମାମଲା
2020ରେ 1646ଟି ନାବାଳିକା ଧର୍ଷଣ ମାମଲା
2021ରେ 1871ଟି ନାବାଳିକା ଧର୍ଷଣ ମାମଲା
2022ରେ 432ଟି ନାବାଳିକା ଧର୍ଷଣ ମାମଲା

ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପ୍ରଶ୍ନରେ ଗୃହରାଷ୍ଟ୍ର ମନ୍ତ୍ରୀ ତୁଷାର କାନ୍ତି ବେହେରାଙ୍କ ଉତ୍ତର..

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ...

ଓଡ଼ିଶା ନ୍ୟୁଜ

  ୟୁ-ଟୁ୍ୟବ୍‌ ଲାଇଭ୍‌ରେ ଆଲୋଚନା କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା  ଆବେଦନ ଫର୍ମ ପୂରଣ ଓ ଦାଖଲ ହେବ ସଂପୂର୍ଣ୍ଣ ଦେୟମୁକ୍ତ  ଆବେଦନ ଫର୍ମ ଅଙ୍ଗନବାଡ଼ି କେନ୍ଦ୍ର, ବ୍ଲକ୍‌...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର...

ବିଜିନେସ

ଭୁବନେଶ୍ୱର, ୨୯ ଅଗଷ୍ଟ: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ...