Connect with us

Hi, what are you looking for?

TV

ବିଭାଗୀୟ ଅଧିକାରୀଙ୍କ ସହ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଓଡ଼ିଶା ଗ୍ରାମ୍ଯ ଉନ୍ନୟନ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ ବିଭାଗୀୟ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ବିଭାଗ ଅଧିନସ୍ଥ ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କରିଛନ୍ତି। ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ବିଭାଗର କାର୍ଯ୍ୟଧାରା ସମ୍ବନ୍ଧରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ।

ବିକାଶିତଓଡ଼ିଶା ଲକ୍ଷ୍ୟ ହାସଲ ନିମନ୍ତେ ଗ୍ରାମ୍ଯ ଉନ୍ନୟନ ବିଭାଗର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ଏଥିପାଇଁ ବିଭାଗ ଅଧିନସ୍ଥ ପ୍ରକଳ୍ପଗୁଡିକର କାର୍ଯ୍ୟ ତ୍ୱରାନ୍ୱିତ କରିବା ସହିତ ନୂତନ ପ୍ରକଳ୍ପ ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...