Connect with us

Hi, what are you looking for?

ଅନ୍ତର୍ଜାତୀୟ

ରୁଷ ଓ ୟୁକ୍ରେନ ଯୁଦ୍ଧ ଆରମ୍ଭ

ମସ୍କୋ: ରୁଷ ଓ ୟୁକ୍ରେନ ଭିତରେ ଆରମ୍ଭ ହୋଇଗଲାଣି ଯୁଦ୍ଧ। ରୁଷ ସୈନ୍ୟମାନେ ୟୁକ୍ରେନ ଭିତରେ ପଶି ଆକ୍ରମଣ କଲେ। କିଭ୍ ରେ ପ୍ରଚଣ୍ଡ ବିସ୍ପୋରଣ।  ଦୀର୍ଘ ଦିନ ହେବ ରୁଷ ପକ୍ଷରୁ ସୀମାରେ ଯୁଦ୍ଧାଭ୍ୟାସ କରାଯାଉଥିଲା। ଏଥିସହ ୟୁକ୍ରେନକୁ ରୁଷ  ପଟୁ ଘେରାବନ୍ଦୀ କରିଥିଲା। ଏସବୁ ଭିତରେ ପୁଟିନ ମିଲାଟାରୀ ଅପରେସନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହ ସେ ୟୁକ୍ରେନକୁ ଅସ୍ତ୍ର ଛାଡ଼ି ଆତ୍ମସମର୍ପଣ କରିବାକୁ ମଧ୍ୟ ପରାମର୍ଶ ଦେଇଛନ୍ତି। ଦୁଇ ଦିନ ତଳେ ପୁଟିନ ୟୁକ୍ରେନର ଦୁଇଟି ବିଦ୍ରୋହୀ ଅଞ୍ଚଳକୁ ସ୍ୱତନ୍ତ୍ର ସ୍ଥାନର ମାନ୍ୟତା ଦେଇଥିଲେ। ଏହାକୁ ନେଇ ତୀବ୍ର ତିକ୍ତତା ଦେଖିବାକୁ ମିଳିଛି। ୟୁକ୍ରେନ ମଧ୍ୟ ରୁଷ ଆଡ଼ୁ ଥିବା ବିପଦରୁ ଦୃଷ୍ଟିରେ ରଖି ନିଜ ଦେଶରେ ୩୦ ଦିନ ପାଇଁ ଜାତୀୟ ଜରୁରୀ ପରିସ୍ଥିତି ଲାଗୁ କରିଛି।

ପୁଟିନଙ୍କ ଏପରି ଆକ୍ରମଣାତ୍ମକ ଆଭିମୁଖ୍ୟ ସତ୍ତ୍ୱେ ମିଳିତ ଜାତିସଂଘ ମୁଖ୍ୟ ଆଣ୍ଟୋନିଓ ଗୁଟେରସ ଶାନ୍ତି ପ୍ରତିଷ୍ଠା ପାଇଁ ଅପିଲ କରିଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...