Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଅସହ୍ୟ ଖରା:କାଲି ଠୁ ସ୍କୁଲ ଛୁଟି

ଭୁବନେଶ୍ୱର: କାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି । ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ନେଇ ଘୋଷଣା ହୋଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି । ସ୍କୁଲ ଛୁଟି ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସୂଚନା ଦେଇଛି । ସ୍କୁଲ ଛୁଟି ହେଲେ ମଧ୍ୟ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ଚାଲୁ ରହିବ ବୋଲି ବିଭାଗ କହିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like