Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋଫିଆଙ୍କ ନାଁରେ ମୋହର, ଆଜି ନାମାଙ୍କନ

କଟକ: କଂଗ୍ରେସ ତରଫରୁ କଟକ ବାରବାଟୀରୁ ସୋଫିଆ ଫିର୍ଦ୍ଦୋସ ପ୍ରାର୍ଥୀ ହୋଇଛନ୍ତି। ସୋଫିଆ ହେଉଛନ୍ତି ବର୍ତ୍ତମାନର ବିଧାୟକ ମହମ୍ମଦ ମୋକିମଙ୍କ ଝିଅ। ଆଇନଗତ କାରଣରୁ ମୋକିମ ନିର୍ବାଚନ ଲଢ଼ିବାରୁ ବଞ୍ଚିତ ହୋଇଥିବାରୁ ରାଜ୍ୟ କଂଗ୍ରେସ ପକ୍ଷରୁ ସୋଫିଆଙ୍କ ନାଁ ଏଆଇସିସିକୁ ସୁପାରିସ କରାଯାଇଥିଲା। ଏଆଇସିସି ମଧ୍ୟ ସୋଫିଆଙ୍କ ନାଁ ଉପରେ ମୋହର ମାରିଛି। ଏଠାରେ ବିଜେଡି ପ୍ରକାଶ ବେହେରାଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଏଯାଏ କାହାକୁ ବି ଟିକେଟ ଦେଇନାହିଁ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...