Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋଫିଆଙ୍କ ନାଁରେ ମୋହର, ଆଜି ନାମାଙ୍କନ

କଟକ: କଂଗ୍ରେସ ତରଫରୁ କଟକ ବାରବାଟୀରୁ ସୋଫିଆ ଫିର୍ଦ୍ଦୋସ ପ୍ରାର୍ଥୀ ହୋଇଛନ୍ତି। ସୋଫିଆ ହେଉଛନ୍ତି ବର୍ତ୍ତମାନର ବିଧାୟକ ମହମ୍ମଦ ମୋକିମଙ୍କ ଝିଅ। ଆଇନଗତ କାରଣରୁ ମୋକିମ ନିର୍ବାଚନ ଲଢ଼ିବାରୁ ବଞ୍ଚିତ ହୋଇଥିବାରୁ ରାଜ୍ୟ କଂଗ୍ରେସ ପକ୍ଷରୁ ସୋଫିଆଙ୍କ ନାଁ ଏଆଇସିସିକୁ ସୁପାରିସ କରାଯାଇଥିଲା। ଏଆଇସିସି ମଧ୍ୟ ସୋଫିଆଙ୍କ ନାଁ ଉପରେ ମୋହର ମାରିଛି। ଏଠାରେ ବିଜେଡି ପ୍ରକାଶ ବେହେରାଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଏଯାଏ କାହାକୁ ବି ଟିକେଟ ଦେଇନାହିଁ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...