Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋନପୁର ମହାନଦୀ ବ୍ରିଜ୍ ସଡକ ଦୁର୍ଘଟଣା:ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର: ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ଯକ୍ତି
ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ।
ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।।ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...