Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସୋନପୁର ମହାନଦୀ ବ୍ରିଜ୍ ସଡକ ଦୁର୍ଘଟଣା:ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଭୁବନେଶ୍ୱର: ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ଯକ୍ତି
ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ।
ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।।ଏତଦବ୍ୟତୀତ ଏହି ଦୁର୍ଘଟଣା ରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତି ମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏବଂ ସୋମାନଙ୍କ ର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...