Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡ଼ିଶା ବିଜେପିର ନୂଆ ପ୍ରଭାରୀ

ଭୁବନେଶ୍ୱର: ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରୁ ଫେରିବା ପରେ ନେଇଛନ୍ତି ବଡ଼ ନିଷ୍ପତ୍ତି। ବିଜେପି ନେତା ସୁନୀଲ ବଂଶଲଙ୍କୁ ରାଜ୍ୟ ବିଜେପିର ପ୍ରଭାରୀ ଦାୟିତ୍ୱ ମିଳିଛି । ସୁନୀଲଙ୍କୁ ଓଡ଼ିଶା ସହ ପଶ୍ଚିମବଙ୍ଗ ଓ ତେଲେଙ୍ଗାନା ପ୍ରଭାରୀ ଦାୟିତ୍ୱ ପ୍ରଦାନ କରାଯାଇଛି । ସୁନୀଲଙ୍କ ନିଯୁକ୍ତି ନେଇ ବିଜେପି ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୁନୀଲଙ୍କ ନୂଆ ଦାୟିତ୍ୱ ନେଇ ଘୋଷଣା କରିଛନ୍ତି । ଖୁବଶୀଘ୍ର ସାଂଗଠନିକ ସ୍ତରରେ କିଛି ପରିବର୍ତ୍ତନ ହୋଇପାରେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...