Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଓଡ଼ିଶା ବିଜେପିର ନୂଆ ପ୍ରଭାରୀ

ଭୁବନେଶ୍ୱର: ଗୃହ ମନ୍ତ୍ରୀ ଅମିତ ଶାହ ଓଡ଼ିଶା ଗସ୍ତରୁ ଫେରିବା ପରେ ନେଇଛନ୍ତି ବଡ଼ ନିଷ୍ପତ୍ତି। ବିଜେପି ନେତା ସୁନୀଲ ବଂଶଲଙ୍କୁ ରାଜ୍ୟ ବିଜେପିର ପ୍ରଭାରୀ ଦାୟିତ୍ୱ ମିଳିଛି । ସୁନୀଲଙ୍କୁ ଓଡ଼ିଶା ସହ ପଶ୍ଚିମବଙ୍ଗ ଓ ତେଲେଙ୍ଗାନା ପ୍ରଭାରୀ ଦାୟିତ୍ୱ ପ୍ରଦାନ କରାଯାଇଛି । ସୁନୀଲଙ୍କ ନିଯୁକ୍ତି ନେଇ ବିଜେପି ମୁଖ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସୁନୀଲଙ୍କ ନୂଆ ଦାୟିତ୍ୱ ନେଇ ଘୋଷଣା କରିଛନ୍ତି । ଖୁବଶୀଘ୍ର ସାଂଗଠନିକ ସ୍ତରରେ କିଛି ପରିବର୍ତ୍ତନ ହୋଇପାରେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଓଡ଼ିଶା ନ୍ୟୁଜ

ପୁରୀ: ଖୋଲିଲା ରତ୍ନଭଣ୍ଡାର । ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ରତ୍ନଭଣ୍ଡାର ଖୋଲାଯାଇଛି। ପ୍ରଥମେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଥିବା ସୂଚନା ମିଳିଛି।  ଆଜି କେବଳ ରତ୍ନଭଣ୍ଡାର ଯାଞ୍ଚ ହେବ।  ରତ୍ନ...