Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ସହିଦ ମାଧୋ ସିଂ ଙ୍କୁ ସୁର ରାଉତରାୟ ଅପମାନ: କ୍ୟାପିଟାଲ ଥାନାରେ ଲିଖିତ ଅଭିଯୋଗ ଦେଲା ବିଜେପି

ଭୁବନେଶ୍ୱର, ତା.୨୯/୦୭:ସହିଦ ମାଧୋ ସିଂ ଙ୍କୁ ବରିଷ୍ଠ ନେତା ସୁର ରାଉତରାୟ ଅପମାନିତ କରି ଦେଇଥିବା ମନ୍ତବ୍ୟ କୁ ଦୃଢ ନିନ୍ଦା କରି ଭାରତୀୟ ଜନତା ଯୁବମୋର୍ଚ୍ଚା ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ସଭାପତି ସ୍ୱୟଂ ସେବକ ରାୟ ଙ୍କ ନେତୃତ୍ୱରେ କାର୍ଯ୍ୟକର୍ତ୍ତା ମାନେ କ୍ୟାପିଟାଲ ଥାନା ରେ ଲିଖିତ ଅଭିଯୋଗ କରି ଆଇନ ଗତ କାର୍ଯ୍ୟାନୁଷ୍ଠାନ ନେବା ସହ ଗିରଫ କରିବା ନିମନ୍ତେ ଦାବୀ ରଖାଯାଇଅଛି।ଏହି କାର୍ଯ୍ୟକ୍ରମ ରେ ଯୁବମୋର୍ଚ୍ଚା ସାଧାରଣ ସମ୍ପାଦକ ସୁରେଶ ସାହୁ,ସ୍ଥାନୀୟ ମଣ୍ଡଳ ସଭାପତି ପ୍ରଭାତ କୁମାର ମଲ୍ଲିକ ଏବଂ ଜଗବନ୍ଧୁ ସ୍ୱାଇଁ, ନୀତେଶ ରଥ, ଚିରଞ୍ଜୀବ ଗୋଛାୟତ,ବିଶ୍ୱଜିତ ଦାଶ ଓ ଯୁବମୋର୍ଚ୍ଚା ଉପସଭାପତି ବିଶ୍ୱଜିତ ଜେନା, ଶାଶ୍ୱତ ନୟାକ,ରାଜେଶ ପୃଷ୍ଟି, ସଂନ୍ଦୀପ କୁମାର ବାରିକ, ନଳିନୀ କାନ୍ତ ମହାନ୍ତି, ତପନ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...