Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଖୁବଶୀଘ୍ର10 ଜିଲ୍ଲା ବସିବ 325 ଟେଲିଫୋନ ଟାୱାର

ଭୁବନେଶ୍ୱର ୨୧/୭: ଗାଁ ରେ ଟେଲି ଫୋନ ଟାୱାର ନଥିବା ରୁ ଗୃହରେ ଉଦବେଗ । ଉଭୟ ଶାସକ ଓ ବିରୋଧୀଙ୍କ ଦାବି ବର୍ତ୍ତମାନ ଟେକ୍ନୋଲୋଜି ର ସମୟ ହୋଇଥିବା ରୁ ଅଧିକ ରୁ ଅଧିକ ଟେଲି ଫୋନ ଟାୱାର ନିର୍ମାଣ କରଯାଉ ।

ଏ ନେଇ ଆଇଟି ମନ୍ତ୍ରୀ ତୁଷାର କାନ୍ତି ବେହେରାଙ୍କ ଉତ୍ତରରେ କହିଛନ୍ତି।  3093 ଗାଁ ରେ 493 ଟି ଟେଲି ଫୋନ ଟାୱାର ନିର୍ମାଣ କରିବା ପାଇଁ ନିଷ୍ପତ୍ତି ହୋଇଛି । ଏ ନେଇ କେନ୍ଦ୍ର ସରକାର ମଧ୍ୟ ଅନୁମତି ଦେଇଛନ୍ତି । ସେଥିରୁ 158 ଟି ଟେଲି ଫୋନ ଟାୱାର ନିର୍ମାଣ ସରିଛି । ଆଉ 325 ଟି ଟେଲି ଫୋନ ଟାୱାର ନିର୍ମାଣ ହେବ । ଏହା ବାଦ ଆଉ 100 ଟି ଟେଲି ଫୋନ ଟାୱାର ନିର୍ମାଣ କରିବା ପାଇଁ ପ୍ରସ୍ତାବ ରହିଛି । ବର୍ତ୍ତମାନ ସରକାରୀ କାର୍ଯ୍ୟାଳୟ ଉପରେ ଟେଲି ଫୋନ ଟାୱାର ନିର୍ମାଣ କରିବା ପାଇଁ ଯୋଜନା କରଯାଉଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...