Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ତାତି, ୪୦ ଡିଗ୍ରୀ ଉପରେ ୩ ସହର

ଭୁବନେଶ୍ୱର:  ବଢିଲା ତାତି । ୩ ସହରର ତାପମାତ୍ରା ୪୦ ଡିଗ୍ରୀ ଡେଇଁଲା।  ବଲାଙ୍ଗିର ଆଜି  ରାଜ୍ୟର ସବୁଠୁ ଉତ୍ତପ୍ତ ସହର। ଟିଟଲାଗଡରେ ୪୦.୨ ଡିଗ୍ରୀ ଓ ଅନୁଗୋଳରେ ତାପମାତ୍ରା ୪୦.୦ ଡିଗ୍ରୀ ରେକର୍ଡ଼ କରାଯାଇଛି। ସେହିପରି ୮ ଟି ସହରର ତାପମାତ୍ରା ୩୯ ଡିଗ୍ରୀ ଉପରେ ରହିଛି। 

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ ଅନୁସାରେ ବାଲେଶ୍ୱରରେ ତାପମାତ୍ରା ୩୫.୦ ଡିଗ୍ରୀ, ଚାନ୍ଦବାଲିରେ ୩୭.୫ ଡିଗ୍ରୀ, କଟକରେ ୩୮.୦ ଡିଗ୍ରୀ, ପାରାଦୀପରେ ୩୨.୬ ଡିଗ୍ରୀ, ଭୁବନେଶ୍ୱରରେ ୩୭.୬ ଡିଗ୍ରୀ, ଗୋପାଳପୁରରେ ୩୨.୧ ଡିଗ୍ରୀ, ପୁରୀରେ ୩୩.୦ ଡିଗ୍ରୀ ଓ ବାରିପଦାରେ ୩୯.୪ ଡିଗ୍ରୀ ରେକର୍ଡ଼ କରାଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...