Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବଢିଲା ତାତି, ୪୦ ଡିଗ୍ରୀ ଉପରେ ୪ ସହରର ତାପମାତ୍ରା

ଭୁବନେଶ୍ୱର:  ଦିନକୁ ଦିନ ବଢ଼ିବାରେ ଲାଗିଛି ତାପମାତ୍ରା।   ପିପି ଆଜି ରାଜ୍ୟର ୭ରୁ ଅଧିକ ସ୍ଥାନରେ ୪୦ ଡିଗ୍ରୀରୁ ଅଧିକ ରହିଛି ତାପମାତ୍ରା । ୪୨.୧ ଡିଗ୍ରୀ ତାପମାତ୍ରା ସହିତ ଟିଟିଲାଗଡ଼ ସବୁଠାରୁ ଉତ୍ତପ୍ତ ସହର । ଝାରସୁଗୁଡ଼ାରେ ତାପମାତ୍ରା ୪୦.୪ ଡିଗ୍ରୀ ରହିଥିବା ବେଳେ ବଲାଙ୍ଗୀରରେ ତାପମାତ୍ରା ମଧ୍ୟ ୪୧.୪ ଡିଗ୍ରୀ ରହିଛି । ବୌଦ୍ଧରେ ତାପମାତ୍ରା ୪୦.୫ ଡିଗ୍ରୀ ରହିଛି । ସେହିପରି ବାରିପଦାରେ ୪୦, , ହିରାକୁଦରେ ୪୦.୪ ଡିଗ୍ରୀ, ଭବାନୀପାଟଣାରେ ୪୦.୧, ସୋନପୁରରେ ୩୯.୭, କଟକ ଓ ଭୁବନେଶ୍ୱରରେ ୩୬.୫ ଏବଂ ସମ୍ୱଲପୁରରେ ୪୦.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୨୧: ପ୍ଲିୟୁରୋପଲ୍‌ମୋନାରୀ (ଶ୍ୱାସ ଜନିତ) ସମସ୍ୟାର ପରୀକ୍ଷଣ ଏବଂ ଏହାର ଚିକିତ୍ସା ନିମନ୍ତେ ପଲ୍‌ମୋନାରୀ ମେଡିସିନ୍ କ୍ଷେତ୍ରରେ ମେଡିକାଲ୍ ଥୋରାକୋସ୍କୋପିର ବ୍ୟବହାର ଉପରେ ସ୍ଥାନୀୟ ସମ ଅଲ୍ଟିମେଟ ମେଡିକେୟାର ପକ୍ଷରୁ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ଵର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ପଞ୍ଚମ ପାଳି। ଆଜି ଏହି କାର୍ଯ୍ୟକ୍ରମରେ ଏକ ନିଆରା ମାନବିକତା ପଣ ଦେଖାଇଥିଲେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ।...