Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଟାର୍ଗେଟ ପାରି କଲା ବିଜେଡି, ୭୫୦ମୁହାଁ , ତିନି ଅଙ୍କ ଛୁଇଁବେନି କଂଗ୍ରେସ ଓ ବିଜେପି

ଭୁବନେଶ୍ବର:  ଟାର୍ଗେଟ ପାରି କଲା ବିଜେଡି।ଏବେ  ୭୫୦  ମୁହାଁ ବିଜେଡି।   ବର୍ତ୍ତମାନ ଟ୍ରେଣ୍ଡ ଅନୁଯାୟୀ ବିଜେଡି ୭୩୪ ସିଟ ଆଗରେ ରହିଥିବାବେଳେ ବିଜେପି ୪୨ ଏବଂ କଂଗ୍ରେସ ୩୫ ସିଟରେ ଆଗୁଆ ରହିଛି।

ତୃତୀୟ ଦିନ ଗଣତି ସୁଦ୍ଧା
ବିଜେଡି : ୭୩୪
ବିଜେପି : ୪୨
କଂଗ୍ରେସ : ୩୫
ଅନ୍ୟାନ୍ୟା : ୮
ଜିଲ୍ଲାପରିଷଦ ଜୋନ ଟ୍ରେଣ୍ଡ ଅନୁଯାୟୀ ଆଗୁଆ।

 

ଆଜି 12ଟା 30 ସୁଧା ୨୪୯୭୨ ବୁଥରୁ ୪୭୪ ବୁଥରେ ଗଣନା ଶେଷ ହୋଇଛି। ବିଜେଡି ୭୪ଟି ଆସନରେ ଆଗୁଆ ଥିବାବେଳେ ବିଜେପି ୧୪,କଂଗ୍ରେସ ୪ ଟି ସିଟରେ ଆଗୁଆ ରହିଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ଦୀର୍ଘ ତିନି ଦଶନ୍ଧି ଧରି ଭୁବନେଶ୍ୱର ୟୁନିଟ୍ -୩ ଠାରେ ଅନୁଷ୍ଠିତ ହୋଇଆସୁଥିବା ଗଜଲକ୍ଷ୍ମୀ ପୂଜାର ଏହା ହେଉଛି ୩୧ତମ ପୂଜା ଉତ୍ସବ । ଏଣୁ ଏହାକୁ ସହରର ଅନ୍ୟ ସମସ୍ତ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ପାଇଁ ଏକ ଉଚ୍ଚସ୍ତରୀୟ ବୈଠକରେ ଅଧ୍ୟକ୍ଷତା କରି ‘ଜିରୋ କାଜୁଆଲ୍‌ଟି’ ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି। ଏହା...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୨୧ : ଓଡ଼ିଶା ପ୍ରଶାସନିକ ସେବା ୨୦୨୨ର ପରୀକ୍ଷାଫଳ ନିକଟରେ ପ୍ରକାଶିତ ହୋଇଥିବା ବେଳେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ)ର...