Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ତୃତୀୟ ପାର୍ଯ୍ୟୟରେ ବି ପଡିଲା ଉତ୍ସାହଜନଙ୍କ ଭୋଟ, ପୁଣି ସାମ୍ବାଦିକଙ୍କୁ ଆକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ପ୍ରାଥମିକ ସୂଚନା ଅନୁସାରେ ୭୧ ପ୍ରତିଶତ ମତଦାନ ହୋଇଛି । କିଛି ସ୍ଥାନରେ ହିଂସା ଦେଖିବାକୁ ମିଳିଛି । ଆଇନ୍‌ଶୃଙ୍ଖଳା ପରିସ୍ଥିତି ପାଇଁ ମତଦାନରେ ବାଧାପ୍ରାପ୍ତ ହୋଇଛି । ଏ ସମ୍ପର୍କରେ ଜିଲ୍ଲାପାଳମାନଙ୍କ ଠାରୁ ରିପୋର୍ଟ ପାଇବା ପରେ ପଦକ୍ଷେପ ନିଆଯିବ ବୋଲି  ସାମ୍ବାଦିକ ସମ୍ମଳନୀ କରି   ରାଜ୍ୟନିର୍ବାଚନ କମିଶନ କହିଛନ୍ତି ।

ଏଥିସହିତ କାର୍ଯ୍ୟରତ ଗଣମାଧ୍ୟମ ପ୍ରତିନିଧିମାନନଙ୍କୁ ଆକ୍ରମଣ ଘଟଣାରେ କମିଶନର୍‌ ଦୃଢ଼ ନିନ୍ଦା କରିଛନ୍ତି । ଏହି ହିଂସା ସହିତ ଜଡ଼ିତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ  ମୁଖ୍ୟ ନିର୍ବାଚନ କମିଶନର୍‌  ପୋଲିସ ଡିଜିଙ୍କୁ ନିର୍ଦେଶ ଦେଇଛନ୍ତି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦: ସ୍ତନ କର୍କଟ ରୋଗୀଙ୍କ ନିମନ୍ତେ ଅତ୍ୟାଧୁନିକ ଓ ପ୍ରଭାବଶାଳୀ ଚିିକିତ୍ସା ଇନ୍‌ଟରଷ୍ଟିସିଆଲ୍ ଇମ୍‌ପ୍ଲାଂଟ ବ୍ରାକିଥେରାପି ଏବେ ସ୍ଥାନୀୟ ସମ୍ ଅଲ୍ଟିମେଟ ମେଡିକେୟାରରେ ଉପଲବ୍ଧ । ଇନ୍‌ଟରଷ୍ଟିସିଆଲ୍ ବ୍ରାକିଥେରାପି ଏକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ଅକ୍ଟୋବର ୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର , ଅକ୍ଟୋବର ୧୫ : କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା...