Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ବୁଧବାରରୁ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ବୁଧବାର ଅପରାହ୍ଣରୁ ଉପକୂଳ ଓଡ଼ିଶାର କେତେକ ଜିଲ୍ଲା ଏବଂ ଏହାର ସଂଲଗ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)
ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଉଭୟ ବଙ୍ଗୋପ ସାଗର ଏବଂ ଆରବ ସାଗର ଆଡୁ ଓଡ଼ିଶା ଆଡକୁ ମୁହାଁଉଥିବା ଆଦ୍ରତାର ବୃଦ୍ଧି ଯୋଗୁଁ ଦିନର ତାପମାତ୍ରା ବୃଦ୍ଧି ପାଇବ ଯେଉଁ କାରଣରୁ ଏଭଳି ପାଣିପାଗ ସୃଷ୍ଟି ହେବ ବୋଲି ସିଇସି ପକ୍ଷରୁ
କୁହାଯାଇଛି ।
ଏହା ଦ୍ୱାରା ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକ ପ୍ରଭାବିତ ହେବାର ସମ୍ଭାବନା ରହିଛି ।
ଏଭଳି ପାଣିପାଗ ସହ ପଶ୍ଚିମା ଝଡର ମିଶ୍ରଣ ଯୋଗୁଁ ଫେବୃଆରୀ ୨୬ ତାରିଖରୁ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଫେବୃଆରୀ ୨୮ ଓ ମାର୍ଚ୍ଚ ୧ ତାରିଖକୁ ଛାଡ଼ିଦେଲେ ମାର୍ଚ୍ଚ ପ୍ରଥମ ସପ୍ତାହରେ ବର୍ଷା ଜାରୀ ରହିବ ବୋଲି ସିଇସି ପକ୍ଷରୁ କୁହାଯାଇଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...