Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ତୃତୀୟ ପର୍ଯାୟ ଭୋଟ ଗ୍ରହଣ ବେଳେ ଘଟିଥାନ୍ତା ବଡ଼ ଅଘଟଣ, ଅଳ୍ପକେ ରକ୍ଷା ପାଇଁ ଗଲା ଶହ ଶହ ଜୀବନ

ରାୟଗଡା: ବଡ଼ ଅଘଟଣରୁ ବର୍ତ୍ତିଗଲା  ପଞ୍ଚାୟତ ନିର୍ବାଚନର ତୃତୀୟ ପର୍ଯାୟ ଭୋଟଗ୍ରହଣ। ପାଣ୍ଡ ହେଲା ଯୋଜନା।  ଫେଲ ମାରିଲା  ମାଓବାଦୀଙ୍କ ବଡ ଷଡଯନ୍ତ୍ର । ରାୟଗଡା ପୋଲିସକୁ ମିଳିଲା ବଡ଼ ସଫଳତା। ଏକ କଲଭର୍ଟ ତଳୁ ଟିଫିନ ବୋମା ଉଦ୍ଧାର କରିଛି ରାଡୟଗଡା ପୋଲିସ। କଲ୍ୟାଣସିଂହପୁର ଠାରୁ ପାରସାଲି ଯିବା ରାସ୍ତାରେ ନିୟମଗିରି ପାହାଡ଼ ତଳ ଏକ ପୋଲ ନିକଟରୁ ଏହି ଟିଫିନ୍ ବୋମା ଜବତ ହୋଇଛି। ଘଟଣାସ୍ଥଳରେ ବୋମା ନିଷ୍କ୍ରିୟକାରୀ ଦଳ ପହଞ୍ଚି ବୋମାକୁ ନିଷ୍ଟ୍ରିୟ କରିଛନ୍ତି।

ପୋଲିସ ଓ ସିଆରପିଏଫର କମ୍ଵିଂ ଅପରେସନ ବେଳେ ଏହି ଟିଫିନ୍ ବୋମାକୁ ଉଦ୍ଧାର କରିଛନ୍ତି। ଯବାନଙ୍କୁ ଟର୍ଗେଟ୍ କରି ମାଓବାଦୀମାନେ ଏହି ଟିଫିନ୍ ବୋମା ଖଞ୍ଜିଥିବା ଅନୁମାନ କରାଯାଉଛି। ତେବେ ଏକ ବଡ଼ ଧରଣର ବିପଦ ଟଳି ଯାଇଛି। ଘଟଣାସ୍ଥଳରେ ଅପରେସନ ଜୋରଦାର କରାଯାଇଛି।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...