Connect with us

Hi, what are you looking for?

Uncategorized

କଣାସ: ଭୋଟ ଗ୍ରହଣ ବେଳେ ଗଣ୍ଡଗୋଳ, ମିଡିଆ ଟିମ ଉପରେ ଆଟାକ, ଭାଙ୍ଗିଦେଲେ କ୍ୟାମେରା

ଭୁବନେଶ୍ୱର:  କଣାସରେ ସାମ୍ବାଦିକଙ୍କୁ ଆକ୍ରମଣ । ଭାଙ୍ଗିଦେଲେ କ୍ୟାମେରା । ଛାାଡେଇ  ନେଲେ  ଲାଇଭ ୟୁ ମେସିନ।  ପଞ୍ଚାୟତ ନିର୍ବାଚନ ଖବର  ସଂଗ୍ରହ କରିବାବେଳେ ଘଟିଛି ଆକ୍ରମଣ।ସୂଚନା ଅନୁଯାୟୀ, ପୁରୀ ଜିଲ୍ଲା କଣାସରେ ସାମ୍ବାଦିକ ଓ କ୍ୟାମେରାମ୍ୟାନଙ୍କୁ ଆକ୍ରମଣ ହୋଇଛି । ପଞ୍ଚାୟତ ନିର୍ବାଚନ ଖବର କଭ୍‌ରେଜ ବେଳେ ନ୍ୟୁଜ୍‌ ସେଭେନ୍‌ ଓ ନ୍ୟୁଜ୍‌ ୧୮ ପ୍ରତିନିଧିଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ଆସିଛି । ସାମ୍ବାଦିକଙ୍କ ବୁମ୍‌ ଛଡାଇ ନେବା ସହ କ୍ୟାମେରାକୁ ଭାଙ୍ଗିଦେଇଛନ୍ତି ଦୁର୍ବୃତ୍ତ । ଏପିରିକି ସାମ୍ବାଦିକଙ୍କ ବ୍ୟାକ୍‌ପ୍ୟାକ୍‌ ମଧ୍ୟ ଛଡାଇନେଇଛନ୍ତି ଦୁର୍ବୃତ୍ତ । ମାଡ଼ ମାରିବା ସହ ଗାଳିଗୁଲଜ କରିଛନ୍ତି କିଛି ନିଶାସକ୍ତ ଯୁବକ । ଘଟଣାସ୍ଥଳରେ ଏବେବି ଉତ୍ତେଜନା ଲାଗି ରହିଛି ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...