Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ପୌର ଓ ମହାନଗର ନିଗମକୁ ସାନି ସଂରକ୍ଷଣ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦେଶ

ଭୁବନେଶ୍ୱର: ପୋୖର ନିର୍ବାଚନ ପାଇଁ ଆଉ ଥରେ ହେବ ସଂରକ୍ଷଣ ପ୍ରକ୍ରିୟା। 107ଟି ପୋୖର ସଂସ୍ଥା ଓ ତିନି ମହାନଗର ନିଗମରେ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କରିବା ପାଇଁ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଚିଠି ଲେଖିଛି ନଗର ଉନ୍ନୟନ ବିଭାଗ। 107ଟି ପୋୖର ସଂସ୍ଥାରେ ଆଜି ଚିଠା ସଂରକ୍ଷଣ ତାଲିକା ପ୍ରକାଶ କରିବା ପାଇଁ କୁହାଯାଇଛି। 12 ତାରିଖ ସୁଦ୍ଧା ଆପତ୍ତି ଅଭିଯୋଗ କରିପାରିବେ। 28 ତାରିଖରେ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇବ। ସେହିପରି ତିନୋଟି ମହାନଗ କଟକ,ଭୁବନେଶ୍ୱର ଓ ବ୍ରହ୍ମପୁର ମହାନଗର ନିଗମରେ 5 ତାରିଖରେ ଚିଠା ସଂରକ୍ଷଣ ତାଲିକା ପ୍ରକାଶ କରିବା ପାଇଁ କୁହାଯାଇଛି। 16 ତାରିଖ ଆପତ୍ତି ଅଭିଯୋଗ କରିପାରିବେ। କୋର୍ଟଙ୍କ ନିର୍ଦ୍ଦେଶ ପରେ ମ୍ୟୁନିସପାଲ ଆଇନ ଓ କର୍ପୋରେସନ ଆଇନରେ ଅଧ୍ୟାଦେଶ ମାଧ୍ୟମରେ ଆଇନ ସଂଶୋଧନ ହେବା ପରେ ଏହି ନିର୍ଦ୍ଦେଶନାମା ଜାରି କରିଛି ନଗର ଉନ୍ନୟନ ବିଭାଗ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପ୍ରତିକ୍ରିୟା। ଏ ନେଇ ଗଣମାଧ୍ୟମରୁ ଜାଣିଲି। ବିଜୁ ବାବୁଙ୍କ ନାଁରେ ଯେଉଁ ଦୀର୍ଘ ଦିନରୁ ପୁରସ୍କାର ଦିଆଯାଉଛି,...

ବିଜିନେସ

ଭୁବନେଶ୍ଵର, ୧୮/୦୭/୨୦୨୪:ପୂର୍ବ ବର୍ଷ ପରି ପବିତ୍ର ରଥଯାତ୍ରାରେ ଭକ୍ତମାନଙ୍କ ସେବା କରିବାର ପରମ୍ପରାକୁ ବଜାୟ ରଖି ଅଗ୍ରଣୀ ଇସ୍ପାତ ନିର୍ମାତା ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ...

ଓଡ଼ିଶା ନ୍ୟୁଜ

ଭୁବନେଶ୍ୱର, ୧୯/୦୭: ଉତର ପଶ୍ଚିମ ଏବଂ ତତ୍‌ସଂଲଗ୍ନ ପଶ୍ଚିମ ମଧ୍ୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଅବପାତରେ ପରିଣତ ହୋଇଥିବା ବେଳେ ଗୋପାଳପୁର ଠାରୁ ପୂର୍ବ ଦିଗରେ ଦକ୍ଷିଣ ଓଡ଼ିଶା ଓ...

ଅପରାଧ

କୃଷି ହିଁ ମନୁଷ୍ୟକୁ ରୋଜଗାରକ୍ଷମ କରାଇପାରିବ ଏବଂ ଜୀବିକା ପାଇଁ ଭିଟାମାଟି ଛାଡ଼ିବାକୁ ପଡ଼ିବ ନାହିଁ ବୋଲି କହିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ । ଶିକ୍ଷା ଓ ଅନୁସନ୍ଧାନ (ସୋଆ)...