Connect with us

Hi, what are you looking for?

ଓଡ଼ିଶା ନ୍ୟୁଜ

ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କୁ କରୋନା

ଭୁବନେଶ୍ୱର: ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ କରୋନା ସଂକ୍ରମିତ। ଏ ନେଇ ସେ ନିଜେ ଟୁଇଟ କରି ଜଣାଇଛନ୍ତି। ଆଜି ସ୍ୱାସ୍ଥ୍ୟ ପରୀକ୍ଷା କରିବାରୁ ଜାଣିବାକୁ ପାଇଲେ ଯେ ସେ କ ରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଅନୁରୋଧ କରିଛନ୍ତି ଯେ କୋଭିଡ଼ ନିୟମ ଅନୁସାରେ ନିଜକୁ ସଙ୍ଗରୋଧ ରହିବା ସହ କୋଭିଡ ପରୀକ୍ଷା କରାଇ ନିୟନ୍ତୁ।

Written By

Click to comment

Leave a Reply

Your email address will not be published. Required fields are marked *

You May Also Like